ବୃଷ ରାଶି :-ରାଜନୀତି କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଉତ୍ତମ ଅବସର ପ୍ରାପ୍ତ ହେବ। ବିଦ୍ୟାର୍ଥୀ ମାନଙ୍କୁ କ୍ୟାରିୟର ସମ୍ବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତି କରିବାକୁ ପଡ଼ିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି।
ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପ୍ରେମ ଜୀବନରେ ସକାରାତ୍ମକ ପ୍ରଭାବ ସଞ୍ଚାର ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବେ।ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ।ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ।
କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ିବ। ବିବାହ ଯୋଗ୍ୟ ଲୋକଙ୍କ ପାଇଁ ବିବାହ ପ୍ରସ୍ତାବ ପଡିପାରେ । ଆୟରେ ବୃଦ୍ଧି ହେବ। ବିଦ୍ୟାର୍ଥୀ ମାନଙ୍କୁ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।
ସିଂହ ରାଶି : -ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଜମିବାଡ଼ି ମାମଲାରେ ଆପଣଙ୍କୁ ସଫଳତା ମିଳିବ। ସମାଜ କଲ୍ୟାଣ କାର୍ଯ୍ୟରେ ଆପଣ ଯୋଗଦାନ କରି କରନ୍ତି। ସାମାଜିକ କାର୍ଯ୍ୟରେ ଆପଣ ଯୋଗଦାନ କରିବେ। ଘରେ ସୁଖଶାନ୍ତି ବିଦ୍ୟମାନ ହେବ।
କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ମାନସିକ ଓ ଶାରିରୀକ ରୂପରେ ଆପଣ ସୁସ୍ଥ ରହିବେ। ଭାଗ୍ୟ ଉପରେ ଭରସା ନକରି ନିଜ କର୍ମ ଉପରେ କରନ୍ତୁ। କୌଣସି ଧାର୍ମିକ ଅନୁଷ୍ଠାନରେ ଆପଣ ଯୋଗଦାନ କରି ପାରନ୍ତି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ।
ତୁଳା ରାଶି : -ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିରୋଧୀ ମାନଙ୍କ ଠାରୁ ସାବଧାନ ରୁହନ୍ତୁ। ସାମାଜିକ କାର୍ଯ୍ୟକ୍ରମରେ ଯୋଗଦାନ କରି ପାରନ୍ତି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବ।
ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତ କରିବେ। ପାରିବାରିକ ବାତାବରଣ ସୁଖମୟ ରହିବ। ପ୍ରେମ ଜୀବନରେ ମଧୁରତା ଆସିବା ସହିତ ଉତ୍ତମ ବୁଝାମଣା ରହିବ।
ଧନୁ ରାଶି :-ଆଜିର ଦନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ। ପାରିବାରିକ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବ।ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ। ଶିକ୍ଷା କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।
ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ମିଳିବ। ଅଚାନକ ଆପଣଙ୍କୁ ଧନ ଲାଭ ହୋଇପାରେ। ଆୟରେ ବୃଦ୍ଧି ହେବ। ବିଦେଶରେ ରହିଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ।
କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। ଜମିବାଡ଼ି ବା ବାହନ କ୍ରୟ କରି ପାରନ୍ତି। ଆପଣଙ୍କର ସମସ୍ତ ମନସ୍କାମନା ଆଜି ପୂରଣ ହେବ।
ମୀନ ରାଶି:-ବ୍ୟବସାୟିକ ମାମଲାରେ ଦୂର ସ୍ଥାନକୁ ଯାତ୍ରା କରିବେ। ଘରର ଆର୍ଥିକ ସ୍ଥିତିରେ ସୁଧାର ହେବ। ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ।କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ। ଶିକ୍ଷା କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।
Social Footer